The Ultimate Managed Hosting Platform
ADVERTISEMENT

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଅଧିକାରୀ ଆଶିଷ ଠାକରେ

Facebook
Twitter
LinkedIn

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ । ୨୦୧୧ ବ୍ୟାଚର ଏହି ଆଇଏଏସ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ସେ ଦିଲ୍ଲୀରେ ଭିନ୍ନକ୍ଷମ ଶସକ୍ତିକରଣ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଭାବେ କାମ କରିବେ ।ଏନେଇ DOPT ପକ୍ଷରୁ ଆଜି ବିଦ୍ଧିବଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ କୁହାଯାଇଛି ଏହି ନିଯୁକ୍ତି ତାଙ୍କୁ ୫ ବର୍ଷ ପାଇଁ ମିଳିଛି । ୩ ସପ୍ତାହ ମଧ୍ୟରେ କାର୍ୟ୍ୟରେ ଯୋଗ ଦେବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login