The Ultimate Managed Hosting Platform
ADVERTISEMENT

କୋରାପୁଟରେ ୨୮ ଯାଏଁ ଛୁଟି ବାତିଲ

Facebook
Twitter
LinkedIn

କୋରାପୁଟ : କୋରାପୁଟ ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ କଲେ ଜିଲ୍ଲାପାଳ । ହେଡ୍ କ୍ୱାଟର୍ସ ନ ଛାଡିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିଦେ୍ର୍ଦଶ । ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ ନିଦେ୍ର୍ଦଶ । ସେପ୍ଟେମ୍ବର ୨୬ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ କୋରାପୁଟ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login