ଭୁବନେଶ୍ୱର : ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସରିଲା ବୈଠକ । ଛଅଟି ବିଭାଗର ୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର । ସମବାୟ ବିଭାଗର ହେବ ମଡେଲ ମଣ୍ଡି । ପ୍ରଥମ ପ୍ରର୍ୟ୍ୟାୟରେ ୩୦୦ କୋଟି ବ୍ୟୟରେ ୩୮ଟି ମଣ୍ଡି ହେବ । ଗୋଦାମ, ଶୌଚାଳୟ, ଟ୍ରକ ପାର୍କିଂ ଆଦି ସୁବିଧା ରହିବ । ଦ୍ୱତୀୟ ପର୍ୟାୟରେ ୬୮ଟି ମଣ୍ଡି ହେବ ।
ବିମାନ ସେବା କ୍ଷେତ୍ରରେ ଓଡ଼ିଶା ହେବ ଆଞ୍ଚଳିକ ହବ୍ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ବିଶ୍ୱ ସ୍ତରୀୟ ରକ୍ଷଣା ବେକ୍ଷଣା ବ୍ୟବସ୍ଥା ସୃଷ୍ଟି ହେବ । ବିମାନ ରକ୍ଷଣ ବେକ୍ଷଣ ପାଇଁ ୪୦ ପ୍ରତିଶତ ସବସିଡିରେ ଜମି ରେଣ୍ଟ୍ ଦେବେ ସରକାର । ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗରେ ସ୍ୱତନ୍ତ୍ର ସଂଗ୍ରହଳୟ ପାଇଁ ନିଯୁକ୍ତି ପାଇଁ ଗଠନ ହେବ କ୍ୟାଡର । ମୁଖ୍ୟ ରହିବେ ଅତିରିକ୍ତ ସଚିବ ପାହ୍ୟା ଅଧିକାରୀ । ରାଜ୍ୟରେ ୧୭ଟି ମ୍ୟୁଜିୟମ ଥିବା ବେଳେ ଆଗକୁ ୩୯ଟି ମ୍ୟୁଜିୟମ କରିବାକୁ ଯୋଜନା କରୁଛନ୍ତି ସରକାର । ୩୫୦ କୋଟି ବ୍ୟୟରେ ସହରରେ LED ଲାଇଟ୍ ଲାଗିବ । ନୂଆ ଲାଇଟ ଲାଗିବା ସହ ପୁରୁଣା ଲାଇଟ ମରାମତି ହେବ । ସମ୍ବଲପୁର ସହରରେ ୩୮୨ କୋଟି ଟଙ୍କା ଖର୍ଚ୍ଚରେ ୨୪ ଘଣ୍ଟିଆ ପାଣି ମିଳିବ । ହୀରାକୁଦ ଡ୍ୟାମରୁ ଆସିବ ପାଣି । ରାଜ୍ୟରେ ୮ ଟି ସରକାରୀ ନର୍ସିଂ କଲେଜ ସହ ୨୧ଟି ANM ସେଣ୍ଟର ଅଛି ଆଉ ୭ଟି ନୂଆ ନର୍ସିଂ କଲେଜ ଖୋଲିବେ ସରକାର ।
କ୍ୟାବିନେଟ ବୈଠକରେ ବଡ ଘୋଷଣା , ୭ଟି ପ୍ରସ୍ତାବ ପାରିତ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







