The Ultimate Managed Hosting Platform
ADVERTISEMENT

ଖଣ୍ଡଗିରି ଥାନା ଏସଆଇ ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ୫୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ ପୋଲିସ ଏସଆଇ । ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ସୁଶାନ୍ତ ସ୍ୱାଇଁ ଧରାପଡିଲେ । ଏକ ମାମଲାର ଫାଇନାଲ ରିପୋର୍ଟ ପାଇଁ ଲାଞ୍ଚ ନେଉଥିଲେ । ନାକା ଗେଟ ନିକଟରେ ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ । ଏସଆଇଙ୍କ ସହ ଜଣେ ଡାଟା ଏଣ୍ଟ୍ରି ଅପରେଟର ମଧ୍ୟ ଧରାପଡିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login