The Ultimate Managed Hosting Platform
ADVERTISEMENT

ଖରାରେ ଡିହାଇଡ୍ରେସନ ଦୂର କରିବ ପୋଦିନା .. …

Facebook
Twitter
LinkedIn

ବ୍ୟୁରୋ : ଗ୍ରୀଷ୍ମ ଋତୁରେ ଶରୀରକୁ ଥଣ୍ଡା ରଖିବା ତଥା ସତେଜତା ବଜାୟ ରଖିବା ପାଇଁ ଆମେ ଅନେକ ପଦକ୍ଷେପ ନେଇଥାଉ । ଏହା ମଧ୍ୟରେ ପୁଦିନା ମଧ୍ୟ ସାମିଲ ଅଛି, ଯାହା ଆପଣଙ୍କ ରୋଷେଇ ଘର କିମ୍ବା ବଗିଚାରେ ସହଜରେ ଉପଲବ୍ଧ ହୋଇଯାଏ । ପୁଦିନା କେବଳ ସ୍ୱାଦ ବୃଦ୍ଧି କରୁଥିବା ଏକ ଗଛ ନୁହେଁ ବରଂ ଗ୍ରୀଷ୍ମ ଋତୁରେ ଏହା ସ୍ୱାସ୍ଥ୍ୟ ପାଇଁ ଏକ ବରଦାନ ସଦୃଶ ହୋଇଥାଏ ।

Lime, cucumber, parsley cocktail, lemonade, detox water with ice cubes in a glasses on a white plate

ପୁଦିନା ପାଣି କିମ୍ବା ପୁଦିନା ଚଟଣି ଶରୀରକୁ ଥଣ୍ଡା କରିଥାଏ ଏବଂ ଡିହାଇଡ୍ରେସନରୁ ରକ୍ଷା କରିଥାଏ । ଏଥିରେ ଥିବା ଇଲେକ୍ଟ୍ରୋଲାଇଟ୍ସ ଶରୀରକୁ ହାଇଡ୍ରେଟ୍ ରଖିଥାଏ । ଗ୍ରୀଷ୍ମ ଋତୁରେ ଚର୍ମରେ ରାସେସ୍, ସନବର୍ଣ୍ଣ କିମ୍ବା ବ୍ରଣ ହେବା ସ୍ୱାଭାବିକ । ଏଥିରୁ ରକ୍ଷା ପାଇବା ପାଇଁ ପୁଦିନା ବହୁତ ଉପଯୋଗୀ ହୋଇଥାଏ । ପୁଦିନା ପେଷ୍ଟ ଲଗାଇବା ଦ୍ୱାରା ଚର୍ମ ଥଣ୍ଡା ରହିଥାଏ ଏବଂ ସଂକ୍ରମଣରୁ ମଧ୍ୟ ମୁକ୍ତି ମିଳିଥାଏ । ପୁଦିନାର ବାସ୍ନା ମନକୁ ଥଣ୍ଡା କରିଥାଏ ଏବଂ ଷ୍ଟ୍ରେସ କମ କରିଥାଏ । ଏହା ମୁଡ୍ ବୁଷ୍ଟର୍ ଏବଂ ଷ୍ଟ୍ରେସ ରିଲିଭର୍ ଭାବରେ କାମ କରେ । ଏକ କପ୍ ପୁଦିନା ଚା’ କିମ୍ବା ସରବତ ଆପଣଙ୍କ ସାରା ଦିନର ଥକାପଣ ଦୂର କରିପାରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login