ଯଦି ଆପଣ ଆଣ୍ଠୁଗଣ୍ଠୀ ସମସ୍ୟା ଭୋଗୁଛନ୍ତି ତେବେ ଆପଣ ନିଶ୍ଚିତ ଭାବରେ ନିଜ ଖାଦ୍ୟରେ କଞ୍ଚା ଅମୃତଭଣ୍ଡାକୁ ସାମିଲ୍ କରନ୍ତୁ । ଏହି ଅମୃତଭଣ୍ଡାରେ ଭଲ ପରିମାଣରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍ ଏ, ବି, ସି, ଇ, କେ ଏବଂ କ୍ୟାଲସିୟମ୍ ମଧ୍ୟ ମିଳିଥାଏ । ତେବେ ଆସନ୍ତୁ ଜାଣିବା ଏହାକୁ ଖାଇବା ଫଳରେ କେଉଁ ସମସ୍ୟା ଦୂର ହୋଇଥାଏ ।
କଞ୍ଚା ଅମୃତଭଣ୍ଡା ଆପଣଙ୍କ ମାଂସପେଶୀ ଏବଂ ବୋନ୍ ହେଲ୍ଥରେ ଉନ୍ନତି ଆଣିବାରେ ପ୍ରଭାବଶାଳୀ ହୋଇପାରେ । ସଠିକ୍ ପରିମାଣରେ ଏବଂ ସଠିକ୍ ଉପାୟରେ କଞ୍ଚା ଅମୃତଭଣ୍ଡା ଖାଇବା ଦ୍ୱାରା ଆପଣ ଗଣ୍ଠୀ ଯନ୍ତ୍ରଣାରୁ ବହୁ ପରିମାଣରେ ଆରାମ ପାଇପାରିବେ । ଏହା ସହ ଆପଣଙ୍କ ହାଡକୁ ଦୀର୍ଘ ସମୟ ପର୍ୟ୍ୟନ୍ତ ଶକ୍ତିଶାଳୀ ରଖିବାରେ ପ୍ରଭାବଶାଳୀ ହୋଇପାରେ ।
ହାଡକୁ ମଜବୁତ କରିବା ସହ କଞ୍ଚା ଅମୃତଭଣ୍ଡା ଓଜନକୁ ମଧ୍ୟ କମ୍ କରିପାରିବ । ଯଦି ଆପଣ ଓଜନ କମ୍ କରିବା ପାଇଁ ଚାହୁଁଛନ୍ତି ତେବେ କମ୍ କ୍ୟାଲୋରୀ ଯୁକ୍ତ କଞ୍ଚା ଅମୃତଭଣ୍ଡାକୁ ଆପଣଙ୍କ ଡାଏଟରେ ମଧ୍ୟ ସାମିଲ କରିପାରିବେ । କେବଳ ଏତିକି ନୁହେଁ, ଡାଇବେଟିସ ରୋଗୀଙ୍କୁ କଞ୍ଚା ଅମୃତଭଣ୍ଡା ଖାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।
ଖାଦ୍ୟରେ ସାମିଲ କରନ୍ତୁ ଅମୃତ ଭଣ୍ଡା, ମିଳିବ ଏହି ସବୁ ଫାଇଦା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











