The Ultimate Managed Hosting Platform
ADVERTISEMENT

ଖୋର୍ଦ୍ଧାରେ ବିସ୍ଫୋରଣ , ୩ ଗୁରୁତର

Facebook
Twitter
LinkedIn

ଖୋର୍ଦ୍ଧା : ଖୋର୍ଦ୍ଧାରେ ବିସ୍ଫୋରଣ । ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ସ୍ଥାନୀୟ ଲୋକଙ୍କ କହିବା କଥା ହେଲା ଏହା ବୋମା ବିସ୍ପୋରଣ। ଅପରପକ୍ଷରେ ଏହା ବାଣ ବିସ୍ପୋରଣ ବୋଲି ପୁଲିସ ପକ୍ଷରୁ କୁହାଯାଇଛି। ଏଣେ ୩ ଗୁରୁତରଙ୍କ ମଧ୍ୟରୁ ଦୁଇଜଣଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login