The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଗଙ୍ଗାରେ ମେଡାଲ ଭସାଇବେ ରେସଲର

Facebook
Twitter
LinkedIn

ନୂଆଦିଲ୍ଲୀ: ଗଙ୍ଗାରେ ମେଡାଲ ଭସାଇବେ ରେସଲର । ଇଣ୍ଡିଆ ଗେଟ୍ ଆଗରେ ଅନଶନରେ ବସିବାକୁ କୁସ୍ତିଯୋଦ୍ଧାଙ୍କ ନିଷ୍ପତ୍ତି । ଜନ୍ତରମନ୍ତରରେ ୧୪୪ ଧାରା ଲାଗୁ ପରେ ଇଣ୍ଡିଆ ଗେଟ ଆଗରେ ଅନଶନ କରିବାକୁ ଘୋଷଣା କରିଛନ୍ତି ରେସଲର । ବିଜେପିର ବାହୁବଳି ନେତା ତଥା ରେସଲର ସଂଘ ସଭାପତି ବ୍ରିଜଭୂଷଣ ସରଣ ସିଂଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାଙ୍କ ପ୍ରତି ଦିଲ୍ଲୀ ପୋଲିସର ଜୁଲମ ପରେ ଅନଶନରେ ବସିବାକୁ ନିଷ୍ପତ୍ତି ନେଇଛନ୍ତି କୁସ୍ତିଯୋଦ୍ଧା ।
ଗତ ୨୮ ତାରିଖରେ ରେସଲରଙ୍କ ସଂସଦ ଭବନ ମାର୍ଚ୍ଚ ବେଳେ ଅନେକଙ୍କୁ ଗିରଫ କରିବା ସହ ଜନ୍ତରମନ୍ତରରେ ଧାରଣାସ୍ଥଳରୁ କୁସ୍ତିଯୋଦ୍ଧାଙ୍କ ଟେଣ୍ଟକୁ ପୋଲିସ କାଢ଼ି ନେଇଥିଲା । ଏହାପରେ ଜନ୍ତରମନ୍ତରରେ ଦିଲ୍ଲୀ ପୋଲିସ ୧୪୪ ଧାରା ଲାଗୁ କରିବା ଯୋଗୁ ରେସଲର ଇଣ୍ଡିଆ ଗେଟ ଆଗରେ ଅନଶନରେ ବସିବାକୁ ନିଷ୍ପତ୍ତି ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login