The Ultimate Managed Hosting Platform
ADVERTISEMENT

ଗଛକୁ ପିଟିଲା କାର ; ୬ ଗୁରୁତର

Facebook
Twitter
LinkedIn

ନୟାଗଡ : ଗଛକୁ ପିଟିଲା କାର । ନୟାଗଡ ଦଶପଲ୍ଲା ରଙ୍ଗମାଟିଆ ଛକରେ ଗଛକୁ ପିଟିଲା କାର । ଏହି ଦୁର୍ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ପ୍ରବଳ କୁହୁଡି ଭିତରେ ଡ୍ରାଇଭର ରାସ୍ତା ଜାଣି ନ ପାରିବାରୁ ଦୁର୍ଘଟଣା ଘଟିଛି ବୋଲି କହିଛନ୍ତି ସ୍ଥାନୀୟ ଲୋକେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login