The Ultimate Managed Hosting Platform
ADVERTISEMENT

ଗଛରେ ପିଟିହେଲା କାର ,୬ ଜଣ ଗୁରୁତର

Facebook
Twitter
LinkedIn

ଅନୁଗୁଳ : ଗଛରେ ପିଟିହେଲା କାର । ଦୁର୍ଘଟଣାରେ ଦୁଇଟି ପରିବାରର ୬ ଜଣ ଗୁରୁତର ହୋଇଛନ୍ତି । ହିନ୍ଦୋଳ ଥାନା ସେରଣା ବେଢା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ମୃତ୍ୟୁଞ୍ଜୟ ପାଣିଗ୍ରାହୀ । ସେ ପଞ୍ଚମହଲା ଆରଆଇ ଭାବେ କାର୍ୟ୍ୟରତ ଥିଲେ। ସୂଚନା ଅନୁସାରେ ମୃତ୍ୟୁଞ୍ଜୟ ପାଣିଗ୍ରାହୀ ଓ ମିଲୁ ସେଠୀଙ୍କ ପରିବାର ଗତକାଲି ମାଆ ତାରାତାରିଣୀଙ୍କ ଦର୍ଶନ କରି ଫେରୁଥିଲେ । ସେରଣା ବେଢା ନିକଟରେ ଭାରସାମ୍ୟ ହରାଇ ଗଛ ରେ ପିଟି ହୋଇଥିଲା କାର୍ । ଦୁର୍ଘଟଣାରେ ସମସ୍ତେ ଆହତ ହୋଇଥିଲେ । ମୃତ୍ୟୁଞ୍ଜୟ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଉଥିଲା । ବାଟରେ ତାଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login