The Ultimate Managed Hosting Platform
ADVERTISEMENT

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା ପରେ ଗଛରେ କାର ପିଟି ହେବାରୁ ଘଟଣା ସ୍ଥଳରେ ବ୍ୟାଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟାଙ୍କ ମ୍ୟାନେଜର ହେଲେ ବନ୍ଧପଡ଼ା ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ସୁଶାନ୍ତ କୁମାର ଭୋଇ। ସୁଶାନ୍ତ ଭୋଇ ବ୍ୟାଙ୍କ କାମରେ ଗ୍ରାହାକ ମାନଙ୍କ ପାଖକୁ ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା । ଘଟଣାସ୍ଥଳରେ ବନ୍ଧାପଡ଼ା ଫାଣ୍ଡିର ପୁଲିସ ପହଞ୍ଚି ବ୍ୟାଙ୍କ ମ୍ୟାନେଜରଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନେଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login