The Ultimate Managed Hosting Platform
ADVERTISEMENT

ଗଠନ ହେଲା ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ

Facebook
Twitter
LinkedIn

ଭୁବନେଶ୍ୱର : ଗଠନ ହେଲା ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ କରିଛନ୍ତି। ଏହି ବୋର୍ଡରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ ଓ ଝାରସୁଗୁଡ଼ା ବିଧୟିକା ଦୀପାଳି ଦାସଙ୍କୁ ସଦସ୍ୟ ଭାବେ ମନୋନିତ କରାଯାଇଛି। ଅନ୍ୟାମାନଙ୍କ ମଧ୍ୟରେ ଏହି ବୋର୍ଡରେ ପରିବହନ ବିଭାଗର ଅଧିକାରୀ, ଗାଡ଼ି ମାଲିକ ସଂଘର ପ୍ରତିନିଧି, ଚାଳକ ସଂଘର ପ୍ରତିନିଧି, କର୍ମଚାରୀ ସଂଘର ପ୍ରିନିଧି ତଥ,ା ସାମାଜିକ କର୍ମୀ ମଧ୍ୟ ସଦସ୍ୟଭାବେ ରହିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login