The Ultimate Managed Hosting Platform
ADVERTISEMENT

ଗତ ୨୪ ଘଣ୍ଟାରେ ରାଜ୍ୟରେ ବଢିଲା ସଂକ୍ରମଣ, ଦିନକରେ ୨୯୮ ଜଣ ପଜେଟିଭ୍ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ଦିନକରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୮କୁ ବୃଦ୍ଧି ପାଇଛି ।
ତେବେ ସଂକ୍ରମିତ ମାନଙ୍କ ମଧ୍ୟରୁ ୧୭୬ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୧୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୩ ଜଣ ଶିଶୁ ଓ କିଶୋର କରୋନା ପଜେଟିଭ୍ ଚିତ୍ତଟ ହୋଇଛନ୍ତି ।ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୫ ହଜାର ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୮୦୩ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୮୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login