The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଗାଡି ପାର୍କିଂକୁ ନେଇ ରକ୍ତପାତ, ୩ ଜଣଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

Facebook
Twitter
LinkedIn

ବ୍ରହ୍ମପୁର : ଗାଡି ପାର୍କିଂକୁ ନେଇ ରକ୍ତପାତ । ୩ ଜଣଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଅନ୍ତର୍ଗତ ହିଲପାଟଣା ୩ୟ ଲାଇନ ଛକରେ ଆକ୍ରମଣ ହୋଇଛି । ଗାଡ଼ି ସ୍ଥାନାନ୍ତରକୁ ନେଇ ସମ୍ପର୍କ ଟ୍ରାଭେଲସ୍ର ୩ ଜଣଙ୍କୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଏଥିରେ ଟ୍ରାଭେଲ ଏଜେନ୍ସୀର ମାଲିକ କୁମୁଦ ଚନ୍ଦ୍ର ବ୍ରହ୍ମାଙ୍କ ସମେତ ଦୁଇ ଜଣ ସୁଦର୍ଶନ ଦାସ ଓ ହରିହର ପାଣିଗ୍ରାହୀ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ଆହତଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଜଣଙ୍କୁ ଅଟକ ରଖିଛି ଗୋଷାଣୀ ନୂଆଗାଁ ଥାନା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login