The Ultimate Managed Hosting Platform
ADVERTISEMENT

ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଚାଲିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ଚିକିତ୍ସା, ସ୍ଥିର ରହିଛି ସ୍ୱାସ୍ଥ୍ୟବସ୍ଥା

Facebook
Twitter
LinkedIn

ଭୁବନେଶ୍ୱର : ସ୍ଥିର ରହିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଲିଭର ସିରୋସିସ୍ ରେ ପୀଡ଼ିତ ଅଛନ୍ତି ପୁରୁଣା ଦିନର ଓଡ଼ିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଶନିବାର ତାଙ୍କୁ ଭୁବନେଶ୍ବରରୁ ମେଦାନ୍ତ ହସ୍ପିଟାଲକୁ ଏୟାର ଲିଫ୍ଟ କରାଯାଇଥିଲା । ତା ପୂର୍ବରୁ ସେ ଭୁବନେଶ୍ବର କିମ୍ସ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଲିଫଟ କରାଯାଇଥିଲା । ଓଲିଉଡ୍ ଓ ଶୁଭେଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login