The Ultimate Managed Hosting Platform
ADVERTISEMENT

ଗୁଳି ବିନିମୟ: ଜଣେ ମାଓବାଦୀ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ଛତିଶଗଡରେ ଗୁଳି ବିନିମୟ ବେଳେ ଜଣେ ମାଓବାଦୀ ମୃତ । ଛତିଶଗଡ ସୁକମା ବୁର୍କାଲଙ୍କା ଜଙ୍ଗଲରେ ଗୁଳି ବିନିମୟ । ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ମୃତ । ସର୍ଚ୍ଚ ଅପରେସନ ଜାରି । ଡିଆରଜି ଯବାନ ଅପରେସନ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ । ସୂଚନା ଅନୁସାରେ ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ବାହିନୀ ପକ୍ଷରୁ ସେଠାରେ କୁମ୍ବି ଅପରେସନ ଆରମ୍ଭ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

କଟକ : ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି ନିହାର ରଞ୍ଜନ ମହାନ୍ତି । ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ...

Login