The Ultimate Managed Hosting Platform
ADVERTISEMENT

ଗୃହ ବିଭାଗରେ ପୂରଣ ହେବ ୧୦ ହଜାର ପଦବୀ

Facebook
Twitter
LinkedIn

ଭୁବନେଶ୍ୱର : ଖୁବଶୀଘ୍ର ଗୃହ ବିଭାଗରେ ପୂରଣ ହେବ ୧୦ ହଜାର ପଦବୀ । ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି କି ଗୃହ ବିଭାଗରେ ଖୁବଶୀଘ୍ର ନିଯୁକ୍ତ ଦିଆଯିବ । କେବଳ ଗୃହ ବିଭାଗରେ ୧୦ ହଜାର ପଦବୀ ପୂରଣ ହେବ । ଏଥିରେ କିଛି ଖାଲି ପଦବୀ ଥିବା ବେଳେ କିଛି ନୂଆ ପଦବୀ ରହିବ । ସେହିପରି ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ହେବ । ଗୃହରକ୍ଷୀଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ଲକ୍ଷ୍ୟରେ ସେମାନଙ୍କ ସହାୟତା ରାଶିକୁ ସରକାର ବଢାଇବାକୁ ନିଷ୍ପତ୍ତି ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login