The Ultimate Managed Hosting Platform
ADVERTISEMENT

ଘରେ କେହି ନଥିବା ବେଳେ ଗଳାକାଟି ବୃଦ୍ଧାଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

Facebook
Twitter
LinkedIn

ବ୍ରହ୍ମପୁର : ବ୍ରହ୍ମପୁର ଅଳକାପୁରୀ ଅଞ୍ଚଳରେ ଅଭାବନୀୟ ଘଟଣା । ଘରେ କେହି ନଥିବାବେଳେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ । ମୃତକ ଜଣଙ୍କ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ସୁଜାତା ବେହେରା । ଘରର କେହି ସଦସ୍ୟ ନଥିବାବେଳେ ଦୁର୍ବୃତ୍ତମାନେ ଘରେ ପଶି ଗଳା କାଟି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ କଣ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭାରେ ଅପପୁଷ୍ଟି ପ୍ରସଙ୍ଗ

୪୬ IAS , ୬୭ IPS ପଦବୀ ଖାଲି

ଭୁବନେଶ୍ୱର : ରାଜ୍ୟରେ ଆଇପିଏସ, ଆଇଏଏସ, ଆଇଏଫଏସ ପଦବୀ ଖାଲି ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୋହନ ମାଝୀ । ୪୬...

ADVERTISEMENT
ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ଭୁବନେଶ୍ୱର : ବାଂଲାଦେଶୀଙ୍କୁ ଚିହ୍ନଟ , ଅଟକ ଓ ତଡିପାର ପାଇଁ ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ କମିଟି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...

Login