The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଘରେ ପୂରାଇ ତାଲା ଦେଇ ବୁଲାଇଲେ କଳାକନା

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ଘରେ ପୁରାଇ ତାଲା ପକାଇ ଲୁଟିଲେ । ପରିବାର ଲୋକଙ୍କୁ ଘରେ ତାଲା ଦେଇ ଟଙ୍କା ଓ ସୁନା ଲୁଟିଲେ ଡକାୟତ । ଭୁବନେଶ୍ୱର ନନ୍ଦନକାନନ ଥାନା ମାରୁତି ବିହାର ଅଞ୍ଚଳରେ ଡକାୟତି । କାଲି ବିଳମ୍ବିତ ରାତିରରେ ୭ରୁ ୮ ଜଣ ଡକାୟତ ଘରେ ପଶିଥିଲେ । ପରିବାର ଲୋକଙ୍କୁ ଭୟଭୀତ କରି ଗୋଟିଏ ଘରେ ପୁରାଇ ଦେଇଥିଲେ । ଘର ଲୋକଙ୍କୁ ତାଲା ଠୁଙ୍କି ଟଙ୍କା , ସୁନା ଗହଣା ନେଇ ଚମ୍ପଟ ମାରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login