ଭୁବନେଶ୍ୱର : ୫ ବର୍ଷରେ ୧ ଲକ୍ଷ ୫୦ ହଜାର ଖାଲି ପଦବୀ ପୂରଣ କରିବାକୁ କହିଛୁ । ବର୍ଷକ ଭିତରେ ସ୍ୱଚ୍ଛତାର ୨୮ ହଜାର ପଦବୀ ପୂରଣ ହୋଇଛି । ଚଳିତ ଆର୍ଥିକ ବର୍ଷରେ ଆଉ ୪୦ ହଜାର ନିଯୁକ୍ତି ଦେବୁ । ଉକôର୍ଷ ଓଡିଶାରେ ୧୭ ଲକ୍ଷ ପୁଞ୍ଜି ନିବେଶର ଇଣ୍ଟେଣ୍ଟ ଆସିଥିଲା । ଆମେ ତତକ୍ଷଣାତ ୧୩ ଲକ୍ଷ କୋଟିର ଏମଓୟୁ ସ୍ୱାକ୍ଷର କରିଛୁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଅଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆମ ସରକାର ୧ ବର୍ଷ ପୂରଣ କରିବାକୁ ଯାଉଛି । ଆଉ ଏହି ୧ ବର୍ଷ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି। ସରକାର ଆସିବାର ପ୍ରଥମ ଦିନରେ ୪ଟି ପ୍ରମୁଖ ନିଷ୍ପତ୍ତି ନେବା ସହିତ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିଥିଲା ବୋଲି କହିବା ସହିତ ନିଜ ସରକାର ଗୋଟି ଗୋଟି କରି ଉପଲବ୍ଧି ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଚଳିତ ବର୍ଷ ଆଉ ୪୦ ହଜାର ନିଯୁକ୍ତି ; ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







