The Ultimate Managed Hosting Platform
ADVERTISEMENT

ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ଟିମକୁ ବିସିସିଆଇର ଉପହାର

Facebook
Twitter
LinkedIn

ନୂଆଦିଲ୍ଲୀ : ଆଇସିସି ଚାମ୍ପିଅନ୍ସ ଟ୍ରଫି ଜିତିଥିବା ଭାରତୀୟ କ୍ରିକେଟ୍ ଦଳ ଉପରେ କୋଟି କୋଟି ଟଙ୍କା ବର୍ଷା ହେବାକୁ ଯାଉଛି। ଭାରତୀୟ କ୍ରିକେଟ ଦଳ ପାଇଁ ବିସିସିଆଇ ୫୮ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି। ଭାରତ ମାର୍ଚ୍ଚ ୯ ତାରିଖରେ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ଚାମ୍ପିଅନ୍ସ ଟ୍ରଫି ଜିତିଥିଲା। ଏହା ଭାରତର ତୃତୀୟ ଚାମ୍ପିଅନ୍ସ ଟ୍ରଫି ଥିଲା। ଗତବର୍ଷ ଜୁନ୍ ୨୯ ତାରିଖରେ ଭାରତ ଟି-୨୦ ବିଶ୍ୱକପ୍ ମଧ୍ୟ ଜିତିଥିଲା। ଟିମ୍ର ଏତେ ବଡ଼ ବଡ଼ ସଫଳତାକୁ ଦେଖି ଗୁରୁବାର ଟିମ୍ ଇଣ୍ଡିଆକୁ ଦିଆଯିବାକୁ ଥିବା ପୁରସ୍କାର ରାଶି ଘୋଷଣା କରିଛି ବିସିସିଆଇ। ଏହି ପୁରସ୍କାର ରାଶି ଖେଳାଳିମାନଙ୍କ ସହିତ ପ୍ରଶିକ୍ଷକ, ସହାୟକ କର୍ମଚାରୀ ଏବଂ ଅଜିତ ଅଗରକରଙ୍କ ନେତୃତ୍ୱାଧୀନ ଚୟନ କମିଟିର ସଦସ୍ୟମାନଙ୍କ ମଧ୍ୟରେ ବଣ୍ଟନ କରାଯିବ। ବିସିସିଆଇ ତା’ର ବିବୃତିରେ ପୁରସ୍କାରର ବିସ୍ତୃତ ବିବରଣୀ ଦେଇନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login