The Ultimate Managed Hosting Platform
ADVERTISEMENT

ଚାଷୀଙ୍କ ଖାତାକୁ ଆସିଲା ସିଏମ କିଷାନ ଟଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା । ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ । ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ଟଙ୍କା । ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିଛି ଏହି ସିଏମ କିଷାନ ଟଙ୍କା । ୧ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଖାତାକୁ ପଠାଗଲା । ସ୍ବତନ୍ତ୍ର ଉତ୍ସବରେ ଡିବିଟି ମାଧ୍ୟମରେ ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀ । ସିଏମ କିଷାନ ଯୋଜନାରେ ଚାଷୀ ମାନଙ୍କୁ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ମିଳିବ। ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେଇଛନ୍ତି ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login