The Ultimate Managed Hosting Platform
ADVERTISEMENT

ଚିରନିନ୍ଦ୍ରାରେ ପିଣ୍ଟୁ ନନ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ। । ଭୁବନେଶ୍ୱର କିମସ୍‌ରୁ ବାସ ଭବନକୁ ନିଆଯାଉଛି ପାର୍ଥିବ ଶରୀର । ପିଣ୍ଟୁ ନନ୍ଦ ଏବେ ତାଙ୍କ ବାସ ଭବନରେ ପହଞ୍ଚିଲେ । ଏଠୁ ତାଙ୍କ ଭାଇଙ୍କ ଘରକୁ ଯିବେ ପରେ ଆଚାର୍ଯ୍ୟ ବିହାରର ଥିବା କ୍ଲବକୁ ଯିବେ । ଯେଉଁ କ୍ଲବକୁ ସିଏ ସବୁବେଳେ ଯାଆନ୍ତି । ପରେ ତାଙ୍କ ପାର୍ଥିବ ଶରୀର କୁ ପୁରୀ ସ୍ୱର୍ଗଦ୍ଵାରକୁ ନିଆଯିବ । ପିଣ୍ଟୁଙ୍କୁ ସାଥୀ କଳାକାର ଓ ଫ୍ୟାନ ଶେଷ ଦର୍ଶନ କରିଛନ୍ତି ।

ଗତକାଲି ହାଇଦ୍ରାବାଦରୁ ଭୁବନେଶ୍ୱର ତାଙ୍କ ପାର୍ଥିବ ଶରୀର ଅଣାଯାଇଥିଲା । ବିମାନବନ୍ଦରରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ଉପସ୍ଥିତ ଥିଲେ ସିନେ ଜଗତର ବହୁ କଳାକାର ଓ ପରିବାର ଲୋକ । ସମସ୍ତଙ୍କ ଆଖିରେ ଥିଲା ଲୁହ, ଝୁରୁଥିଲେ ତାଙ୍କ ପ୍ରିୟ ଅଭିନେତାଙ୍କୁ। ଗତ ବୁଧବାର ରାତିରେ ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login