The Ultimate Managed Hosting Platform
ADVERTISEMENT

ଚୀନରେ କରୋନାର ସାଂଘାତିକ ସ୍ଥିତି : ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଜିନପିଙ୍ଗ

Facebook
Twitter
LinkedIn

ଚୀନରେ କରୋନା ସଂକ୍ରମଣ ଅତି ଭୟଙ୍କର ଭାବେ ବଢି ଚାଲିଛି । ଏହାରି ଭିତରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ । ଜୀବନ ବଞ୍ଚାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଅଧିକାରୀଙ୍କୁ ଅନୁରୋଧ କରିଛନ୍ତି । ଚୀନରେ ହଟିବ କ୍ୱାରେନଟାଇନ୍ ବ୍ୟବସ୍ଥା । ଏହା ସହ ଆସନ୍ତା ଜାନୁଆରୀ ୮ ତାରିଖରୁ ସୀମା ଲୋଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

ଚୀନରେ ମାତ୍ର ୨୦ ଦିନରେ ୨୫ କୋଟି ଲୋକ କରୋନା ସଂକ୍ରମିତ ହୋଇଥିବା କୁହାଯାଉଛି । ଚୀନରେ ଜିରୋ କୋଭିଡ୍ ନୀତି ହଟିବା ପରେ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି । ସଂକ୍ରମଣ ବଢୁଥିବାରୁ ଚୀନରେ ହସ୍ପିଟାଲ ବେଡର ଘୋର ଅଭାବ ଦେଖାଦେଇଛି । ଗୁରୁତର ରୋଗୀଙ୍କୁ ଆଇସିୟୁ ମିଳୁନାହିଁ । ଅନେକ ହସ୍ପିଟାଲରେ ରୋଗୀ ଚଟାଣରେ ଚିକିତ୍ସା ହେଉଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login