ବ୍ରହ୍ମପୁର : ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ରେଡ । ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ । ଛତ୍ରପୁର ଅଫିସ, ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି ସ୍ଥାନରେ ରେଡ । ଚଢାଉରେ ୫ ଜଣ ଡିଏସପି, ୪ ଜଣ ଇନସ୍ପେକ୍ଟର , ୫ ଜଣ ଏଏସଆଇ ସାମିଲ ଅଛନ୍ତି । ଭିଜିଲାନ୍ସ ରେଡ ବେଳେ ପୁଳାପୁଳା ଟଙ୍କା ସୁନା ଓ ଗହଣା ଜବତ ହୋଇଛି ।
Views: 64











