ଭୁବନେଶ୍ୱର : ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟର ଛାତ୍ରୀଙ୍କ ଆତ୍ମହତ୍ୟା । ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀ ଆତ୍ମହତ୍ୟା କରିଥିବା ସୂଚନା । ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।
Views: 81

ଜଟଣୀ : ଦୀପ ନିଆଁରେ ମହିଳା ଦଗ୍ଧ । ରଥିପୁର ଗାଁରେ ଘରେ ଠାକୁର ପୂଜା ବେଳେ ଅଘଟଣ । ଦଗ୍ଧ ମହିଳାଙ୍କୁ ମୃତ ଘୋଷଣା କଲେ...
ସମ୍ବଲପୁର : ଚାଉଁରପୁର ମହାଦନୀ ବ୍ରିଜ ଉପରୁ ଡେଇଁଥିବା ମହିଳା ଉଦ୍ଧାର । ଅଗ୍ନିଶମ ବାହିନୀ ଉଦ୍ଧାର କରି ମେଡିକାଲକୁ ନେଲେ । ହଠାତ୍ ଆସି ବ୍ରିଜ...
କଣିହାଁ : ଦ୍ୱିତୀୟ ଥର ପାଇଁ ଖୋଲିଲା ରେଙ୍ଗାଲି ଡ୍ୟାମ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ରେଙ୍ଗାଲି ଡ୍ୟାମ ଖୋଲିଛି । ଉପରମୁଣ୍ଡରେ ବର୍ଷା ଯୋଗୁ...
ଭୁବନେଶ୍ୱର : ପାତ୍ରପଡା ଭି୨ ପାଖରେ ଦୁର୍ଘଟଣା ଘଟାଇଥିବା ଥର ଧରାପଡିଲା । ସିସିଟିଭି ଆଧାରରେ ଜଟଣୀ ଅଞ୍ଚଳରୁ ଜବତ କଲା ଖଣ୍ଡଗିରି ଥାନା ପୋଲିସ ।...