The Ultimate Managed Hosting Platform
ADVERTISEMENT

ଛାତ୍ରୀଙ୍କ ଗଳାକାଟି ହତ୍ୟା ଉଦ୍ୟମ

Facebook
Twitter
LinkedIn

ଅନୁଗୁଳ : ଲେଡିଜ୍ ହଷ୍ଟେଲରେ ଛାତ୍ରୀଙ୍କ ଗଳାକାଟି ହତ୍ୟା ଉଦ୍ୟମ । ଟାଉନ ଥାନା ମିଶ୍ରପଡା ସ୍ଥିତ ଏକ ହଷ୍ଟେଲରେ ଛାତ୍ରୀଙ୍କୁ ଆକ୍ରମଣ । ରାତିରେ ଶୋଇଥିବା ବେଳେ କେହି ତଣ୍ଟି କାଟିଥିବା ଅଭଇଯୋଗ । ଥାନାରେ ଅଭିଯୋଗ ପରେ ହଷ୍ଟେଲରେ ପୋଲିସର ଛାନଭିନ୍ । ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଇଛି । ଘଟଣା ସମ୍ପର୍କରେ ପରିବାର ଲୋକେ ଅନୁଗୁଳ ଥାନାରେ ଅଭିଯୋଗ କରିଛନ୍ତି । ହଷ୍ଟେଲରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ କେହି ସହପାଠୀ ତାଙ୍କ ତଣ୍ଟି କାଟିଦେଇଥିବା ପରିବାର ଲୋକେ କହିଛନ୍ତି । ସୂଚନା ଅନୁସାରେ ନାକିଚି ଅଂଚଳର ଜଣେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀ ହଷ୍ଟେଲରେ ଶୋଇଥିବା ବେଳେ ତାଙ୍କ ତଣ୍ଟି କୁ କେହି ଧାରୁଆ ଅସ୍ତ୍ରରେ କାଟି ଦେଇଛନ୍ତି । ହଷ୍ଟେଲ କର୍ତୃପକ୍ଷ ଛାତ୍ରୀ ଜଣଙ୍କୁ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ । ସକାଳେ ସାମାନ୍ୟ ସୁସ୍ଥ ହେବା ପରେ ତାଙ୍କ ପରିବାର ଏନେଇ ଥାନାରେ ଅଭିଯୋଗ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login