The Ultimate Managed Hosting Platform
ADVERTISEMENT

ଛୁଆକୁ ଛାଡି ଛୁ ମାରିଲେ ବାପା, ମା

Facebook
Twitter
LinkedIn

ସୋର : ଦମ୍ପତିଙ୍କ କଳିରେ ଅଲୋଡା ହେଲା ୮ ବର୍ଷର ପୁଅ । ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କଳି ହେବାରୁ ରାସ୍ତାରେ ଛୁଆକୁ ଛାଡି ଛୁ । ସୋର ଥାନାତ୍ତଉତ୍ତେଶ୍ୱର ଛକରେ ଘଟିଛି ଆଶ୍ଚର୍ଯ୍ୟଜନକ ଘଟଣା । କଳିରୁ ପ୍ରଥମେ ଗାଡିରୁ ସ୍ତ୍ରୀ ଓ ପୁଅକୁ ଓହ୍ଲାଇ ପଳାଇଥିଲେ ସ୍ୱାମୀ । ସ୍ୱାମୀ ଯିବା ପରେ ଅନ୍ୟ ଜଣଙ୍କ ସହ ବାଇକରେ ପଳାଇଥିଲେ ସ୍ତ୍ରୀ । ରାତିରେ ପାଟ୍ରୋଲିଂ ବେଳେ ରାସ୍ତାରୁ ଛୁଆକୁ ଉଦ୍ଧାର କଲା ପୋଲିସ । ନିଜ ଠିକଣା କହି ନ ପାରିବାରୁ ଛୁଆକୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର ।

ପୁଣି ଜୟନାରାୟଣଙ୍କ ବଢିଲା ଅଡୁଆ
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...

ADVERTISEMENT

Login