ଜଗତସିଂହପୁର : ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସର ମଧ୍ୟରେ ୭୫ ତମ ସାଧାରଣ ତନ୍ତ୍ର ଦିବସ ପାଳିତ । ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ମାନ୍ୟବର ଖାଦ୍ୟ ଯୋଗାଣ ଓ ସମବାୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସଚି ନାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ତାଙ୍କ ସହିତ ମାନ୍ୟବର ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲୀ, ମାନ୍ୟବର ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱାରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପି ଆର୍, ଜିଲ୍ଲା ଲୋକ ସମ୍ପର୍କ ସୂଚନା ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ରହି ଏହି ସାଧାରଣତନ୍ତ୍ର ଦିବସ ଅତିଥି ରୂପେ ଯୋଗ ଦେଇଥିଲେ । ସାଧାରଣତନ୍ତ୍ର ଦିବସ ଜିଲ୍ଲାର ବିଭିନ୍ନ ସ୍କୁଲର ପିଲାମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ପ୍ୟାରେଡ, ଡିବେଟେ ଓ ସଂସ୍କୃତିକ କାର୍ୟ୍ୟକ୍ରମ ରେ ଭାଗ ନେଇ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଦିବସ ଜିଲ୍ଲାର ଏନସିସି, ସ୍କାଉଡ଼, ହୋମଗାର୍ଡ, ଓଡିଶା ପୋଲିସ ଓ ଅନ୍ୟାନ ପିଲାମାନେ ନିଜେ ନିଜର ପ୍ୟାରେଡ ମାଧ୍ୟମରେ ଅତିଥି ମାନଙ୍କ ମନ ଆକର୍ଷଣ କରିଥିଲେ ।
ଜଗତସିଂହପୁର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

Facebook
Twitter
LinkedIn
Facebook
Twitter
LinkedIn
Recent News
୫ ହଜାର ବୋତଲ କଫ୍ ସିରପ ଜବତ
ସମ୍ବଲପୁର : ବଡ ଧରଣର କଫ୍ ସିରପ୍ ରାକେଟର ପର୍ଦ୍ଦାଫାସ । ଏହି ଘଟଣାରେ ୨୦ ଜଣ ଗିରଫ ହୋଇଛନ୍ତି । ୫ହଜାର ବୋତଲ କଫ ସିରପ...
ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା : ଗିରୀଶ
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ ଫୋନ ।କୈାଣସି ପୋଲିସ କି ସେବାୟତ ବି ନେଇ ପାରିବେନି ମୋବାଇଲ । ଆଗକୁ ୱାକିଟକି ବ୍ୟବସ୍ଥା...
୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ
ନୂଆପଡା : ଆସନ୍ତା ୧୬ ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କର ଦାଖଲ ବେଳେ ଉପସ୍ଥିତ ରହିବେ ।...
e-KYC କରି ନ ଥିଲେ ମିଳିବନି ଚାଉଳ ; ମନ୍ତ୍ରୀ
ଭୁବନେଶ୍ୱର : e-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।...