ନୀଳଗିରି : ଜଙ୍ଗଲ ଭିତରେ ପଡିଛି ବାଇକ ଆଉ ରକ୍ତ ଛିଟା । ଏପର୍ଯ୍ୟନ୍ତ ମିଳିନି ନିଖୋଜ ଯୁବକର ପତ୍ତା । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ବ୍ଲୁଲେକ ନିକଟ ଜହ୍ଗଲ ଭଇତରେ ପଡିଛି ବାଇକ ସାଙ୍ଗକୁ ରକ୍ତ ଛିଟା । ଖବର ପାଇବା ପରେ ଘଟଣା ସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛନ୍ତି ପୋଲିସ ।
Views: 67

ପୁରୀ : କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ହୋଇଉଠିଛି ବଡ଼ଦାଣ୍ଡ । କାଳିଆ ସାଆନ୍ତଙ୍କୁ ଦେଖି ଭକ୍ତ ଖୁସିରେ...
ଭୁବନେଶ୍ୱର : ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମୁମ୍ବାଇ କୋକିଳାବେନ ଧୀରୁଭାଇ ଅମ୍ବାନୀ ମେଡିକାଲରୁ ଶୁଭେଛା ଜଣାଇଛନ୍ତି...
ପୁରୀ ; ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଯାଇଛି । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ ଶ୍ରୀଜୀଉ। ପୁରୀରେ ଏବେ ନୀତିକାନ୍ତି ପରେ ଆରମ୍ଭ ହୋଇଛି...
ପୁରୀ : ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ସାରା ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ...