The Ultimate Managed Hosting Platform
ADVERTISEMENT

ଜଳିଗଲା ‘ସୋ ରୁମ’

Facebook
Twitter
LinkedIn

ବିନିକା : ଡୁଙ୍ଗୁରିପାଲି ହସ୍ପିଟାଲ ସମ୍ମୁଖ ଫ୍ୟାନ୍ସି ସୋ ରୁମରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ପ୍ରାୟ କୋଟିଏ ଟଙ୍କାର ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି । ସ୍ଥାନୀୟ ଲୋକେ ଦୋକାନରେ ନିଆଁ ଲାଗି ଥିବା ଦେଖି ଦୋକାନ ମାଲିକଙ୍କୁ ଖବର ଦେଇଥିଲେ । ଡୁଙ୍ଗୁରିପାଲି ଅଗ୍ନିଶମ ବିଭାଗ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ନିଆଁରେ ଜଳି ପୋଡି ପାଉଁଶ ହୋଇଯାଇଛି ଲକ୍ଷାଧିକ ଟଙ୍କାର ସାମଗ୍ରୀ । କେମିତି ସୋ ରୁମରେ ନିଆଁ ଲାଗିଲା କାରଣ ଅସ୍ପଷ୍ଚ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login