The Ultimate Managed Hosting Platform
ADVERTISEMENT

ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀ ଚିଲିକାର ଚାରିପଟେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି । ଏହି ଜଳାଶୟକୁ ନଭେମ୍ବର ସୁଦ୍ଧା ଓଡିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କର ଆଗମନ ହୋଇ ସାରିଲାଣି । କେବଳ ନଳବଣକୁ ୨ ଲକ୍ଷ ୧୭ ହଜାର ୧୭୦ ଗୋଟି ବିଦେଶାଗତ ପକ୍ଷୀ ଆସିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login