The Ultimate Managed Hosting Platform
ADVERTISEMENT

ଜାପାନରେ ଶକ୍ତିଶାଳୀ ଭୂମିକମ୍ପ

Facebook
Twitter
LinkedIn

ନୂଆଦିଲ୍ଲୀ : ଜାପାନର ହୋନଶୁ ଉପକୂଳ ନିକଟରେ ଶକ୍ତିଶାଳୀ ଭୂକମ୍ପ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୦ ରେକର୍ଡ । ଭୂକମ୍ପର କେନ୍ଦ୍ରସ୍ଥଳ ୫୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଗତକାଲି ରାତିରେ ଜାପାନର ହୋନସୁର ପୂର୍ବ ଉପକୂଳ ନିକଟରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ଏହା ସହିତ ଭୂକମ୍ପର ଅକ୍ଷାଂଶ ୩୭.୫ଋ ଏବଂ ଦ୍ରାଘିମା ୧୪୧.୫୨ଘ ରହିଥିବା NSC ’X’ରେ ପୋଷ୍ଟ କରିଛି । କିନ୍ତୁ ଏପର୍ୟ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।ସୂଚନାଯୋଗ୍ୟ, ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି । ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୪.୯ ରହିଥିବା ଜଣାପଡିଛି । ଏଥିସହିତ ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଫଳରେ ଆତଙ୍କ ସୃଷ୍ଟି ହୋଇଥିଲା । ଏପର୍ୟ୍ୟନ୍ତ କିନ୍ତୁ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login