The Ultimate Managed Hosting Platform
ADVERTISEMENT

ଜାପାନ ଓ ଫିଲିଫାଇନ୍ସରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ଜାପାନ ଓ ଫିଲିଫାଇନ୍ସରେ ଭୂକମ୍ପ ଝଟକା । ଜାପାନର ଉତ୍ତର-ପୂର୍ବରେ ୫.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି । ମିୟାଗି ଓ ଫୁକୁସିମା ପ୍ରିଫେକ୍ଟରରେ ପ୍ରବଳ କମ୍ପନ ଅନୁଭୂତ ହୋଇଥିଲା, କିନ୍ତୁ କୌଣସି ସୁନାମି ସତର୍କ ସୂଚନା ଜାରି କରାଯାଇ ନାହିଁ । ଫଳରେ ଭୟରେ ଲୋକମାନେ ଘରୁ ଦୌଡୁଥିଲେ । ଜାପାନ ପାଣିପାଗ ବିଭାଗ କହିଛି ଯେ, ଶନିବାର ଦିନ ସକାଳ ୪:୧୦ ରେ ଏହି ଭୂକମ୍ପର ତୀବ୍ରତା ୪ ରହିଥିଲା ।ସେହିପରି ଜର୍ମାନ ଅନୁସନ୍ଧାନ କେନ୍ଦ୍ର ଫର ଜିଓ ସାଇନ୍ସ (ଜିଏଫଜେଡ) ଅନୁଯାୟୀ, ଶନିବାର ଫିଲିପାଇନ୍ସର ମିଣ୍ଡାନାଓ ଦ୍ୱୀପରେ ୫.୭ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login