The Ultimate Managed Hosting Platform
ADVERTISEMENT

ଜିଲ୍ଲା ମୁଖ୍ୟ କାରାଗାରରୁ ଚମ୍ପଟ ମାରିଲେ କଏଦୀ

Facebook
Twitter
LinkedIn

କେନ୍ଦୁଝର : ଜିଲ୍ଲା ମୁଖ୍ୟ କାରାଗାରରୁ ଚମ୍ପଟ ମାରିଲେ କଏଦୀ । ଗିଚା କାମ କରୁଥିବା ବେଳେ ଫେରାର ହୋଇଛି କଏଦୀ । କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରରୁ ଚମ୍ପଟ ମାରିଛି କଏଦୀ । ଏକ ହତ୍ୟା ମାମଲାରେ ପରେଶ ମୁଣ୍ଡା ୨୦୧୪ରୁ ଜିଲ୍ଲା ମୁଖ୍ୟ କାରାଗାରରେ ଆଜୀବନ କାରାଦଣ୍ଡ ଭୋଗୁଥିଲା । ଦୀର୍ଘ ବର୍ଷ ଧରି ସେ ଜେଲ ବଗିଚାରେ କାମ କରି ଆସୁଥିଲା । ଗତକାଲି ଅପରାହ୍ନରେ ସେ ବଗିଚାରେ କାମ କରୁଥିବା ବେଳେ ସେଠାରୁ କୁଆଡ଼େ ଚମ୍ପଟ ମାରିଥିଲା । ଏନେଇ ଜେଲ କର୍ତ୍ତୃପକ୍ଷ କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login