The Ultimate Managed Hosting Platform
ADVERTISEMENT

ଜି. ଉଦୟଗିରି ସବୁଠୁ ଥଣ୍ଡା

Facebook
Twitter
LinkedIn

ଭବନେଶ୍ୱର : ରାଜ୍ୟରେ ଜାରି ରହିଛି ଶୀତର ଲହରି । ୧୦ ଡିଗ୍ରୀ ତଳେ ରାଜ୍ୟର ୩ ସହର । ୧୫ ଡିଗ୍ରୀ ତଳେ ୧୯ ସହରର ତାପମାତ୍ରା । ୭ ଦଶମିକ ୪ ଡିଗ୍ରୀ ସହ ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି କୋରାପୁଟରେ ୮ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୮ ଦଶମିକ ୫ ଡିଗ୍ରୀ ଓ ଫୁଲବାଣୀରେ ୯ ଦଶମିକ ୫ ଡିଗ୍ରୀ ଓ ସେମିଳିଗୁଡ଼ାରେ ୯ ଦଶମିକ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱରର ରାତିର ତାପମାତ୍ରା ୧୪ ଦଶମିକ ୪ଡିଗ୍ରୀ ରହିଛି । ରାଜ୍ୟରେ ୨ଦିନ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଉପକୂଳଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ...

ADVERTISEMENT

Login