ଭୁବନେଶ୍ୱର : ବଢିଲା ଦିବ୍ୟାଙ୍ଗ ଭତ୍ତା । ୮୦ ପ୍ରତିଶତରୁ ଉଦ୍ଧ୍ୱର୍ ଦିବ୍ୟାଙ୍ଗଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା । ଜୁନ ମାସରୁ ମିଳିବ ବର୍ଦ୍ଧିତ ୩୫୦୦ ଟଙ୍କା ଭତ୍ତା । ଜାନୁଆରୀ ସୁଦ୍ଧା ୪ ଲକ୍ଷ ୧୭ ହଜାର ଦିବ୍ୟାଙ୍ଗ ପାଉଥିଲେ । କାଲି ଆଉ ୮୩ ହଜାର ଦିବ୍ୟାଙ୍ଗଙ୍କୁ ମିଳିଛି । ୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ିଲା । ଏଣିକି ଏମାନଙ୍କୁ ମିଳିବ ୩,୫୦୦ ଟଙ୍କା ଭତ୍ତା । ଜୁନ୍ ସୁଦ୍ଧା ୮୦ବର୍ଷ ହୋଇଥିଲେ ବି ମିଳିବ ବର୍ଦ୍ଧିତ ଟଙ୍କା । ଆସନ୍ତା ଜୁନ୍ ମାସରୁ ହିତାଧିକାରୀଙ୍କୁ ୩,୫୦୦ ଟଙ୍କା ବର୍ଦ୍ଧିତ ଭତ୍ତା ମିଳିବ । ବର୍ଦ୍ଧିତ ଭତ୍ତା ନେଇ ଊଝଝଙଗ୍ଦଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନା ଦ୍ବାରା ରାଜ୍ୟର ୪ ଲକ୍ଷ ୧୭ ହଜାର ୪୯୬ଜଣ ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
Views: 106











