The Ultimate Managed Hosting Platform
ADVERTISEMENT

ଜେଇଇ ଆଡଭାନ୍ସ ରେଜଲ୍ଟ ପ୍ରକାଶିତ

Facebook
Twitter
LinkedIn

ନୂଆଦିଲ୍ଲୀ : JEE ଆଡଭାନ୍ସ ରେଜଲ୍ଟ ପ୍ରକାଶିତ ହୋଇଛି । ଚଳିତବର୍ଷ ପରୀକ୍ଷାର ଆୟୋଜନ ଆଇଆଇଟି କାନପୁରରେ ହୋଇଥିଲା । ପରୀକ୍ଷାର୍ଥୀ ନିଜର ରେଜଲ୍ଟ ଅଫିସିଆଲ ୱେବସାଇଟ jeeadv.ac.in କୁ ଯାଇ ଚେକ୍ କରିପାରିବେ । ରଜିତ ଗୁପ୍ତା ଚଳିତବର୍ଷ ଅଲ ଇଣ୍ଡିଆ ରାଙ୍କ ୧ ହାସଲ କରି ସମଗ୍ର ଦେଶରେ ଟପର ହୋଇଛନ୍ତି । ତାଙ୍କ ସହିତ କୋଟାର ଅନ୍ୟ ୪ ଜଣ ଛାତ୍ର ଟପର ରହିଛନ୍ତି । ଆଇଆଇଟି ଦିଲ୍ଲୀ ଜୋନର ରଜିତ ଟପ୍ପର ହୋଇଛନ୍ତି । ଚଳିତବର୍ଷ ଜେଇଇ ଆଡଭାନ୍ସ ପରୀକ୍ଷା ୧୮ ମଇରେ ଦେଶର ୨୨୪ ପରୀକ୍ଷା ସେଣ୍ଟରରେ ଆୟୋଜିତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login