ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବଜେପିର ପ୍ରାର୍ଥୀ ଘୋଷଣା । ଜୟ ଢୋଲକିଆ ବିଜେପି ପ୍ରାର୍ଥୀ ଘୋଷଣା । କାଲି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ ଜୟ । ଆଜି ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର । ସେ ଆହୁରି ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ ।
Views: 35