The Ultimate Managed Hosting Platform
ADVERTISEMENT

ଝାରସୁଗୁଡା ଉପନିର୍ବାଚନ: ଟଙ୍କଧରଙ୍କ ନାଁ ରେ ମୋହର ମାରିଲା ବିଜେପି

Facebook
Twitter
LinkedIn

ଝାରସୁଗୁଡ଼ା : ଆଜି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏନେଇ ଗତକାଲି ବିଜେପି ମଧ୍ୟ ତା ପ୍ରାର୍ଥୀର ନାମ ଘୋଷଣା କରିଛି। ବିଜେପି ପକ୍ଷରୁ ଟଙ୍କଧର ତ୍ରିପାଠୀ ଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି। ପୂର୍ବରୁ ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡ଼ି ପକ୍ଷରୁ ଦୀପାଳୀ ଦାସଙ୍କୁ ବିଧାୟକ ପ୍ରାର୍ଥୀ ରୂପେ ଘୋଷଣା କରା ଯାଇଥିବା ବେଳେ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ଓ ଟଙ୍କଧର ତ୍ରିପାଠୀ ବିଜେପି ପକ୍ଷରୁ ଲଢେ଼ଇ କରିବେ ।ତେବେ ପୂର୍ବରୁ ସେ ବିଜେପି ଯୁବ ମୋର୍ଚାର ସଭାପତି ଓ ସାଧାରଣ ସମ୍ପାଦକ ଦାୟିତ୍ବ ତୁଲାଇ ଥିଲେ। ଅନ୍ୟପକ୍ଷରେ ଟଙ୍କଧର ତ୍ରିପାଠୀ ରାଜ୍ୟ ସମ୍ପାଦକ ଭାବେ ରହିଛନ୍ତି। ଏହି ଉପନିର୍ବାଚନ ତାଙ୍କ ପାଇଁ ପ୍ରଥମ ଗତ ପଞ୍ଚାୟତ ନିର୍ବାଚନରେ ବିଜେପି ତାଙ୍କ ନେତୃତ୍ୱରେ ଝାରସୁଗୁଡ଼ାରେ ଲଢ଼ିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login