The Ultimate Managed Hosting Platform
ADVERTISEMENT

ଝାରସୁଗୁଡ଼ା OMVDଙ୍କ ଘରେ ଭିଜିଲାନ୍ସ ରେଡ୍

Facebook
Twitter
LinkedIn

ବ୍ରହ୍ମପୁର : OMVD ଘରେ ଭିଜିଲାନ୍ସ ରେଡ୍ । ଝାରସୁଗୁଡ଼ା OMVD ଏଏସ୍ଆଇ ହରେକୃଷ୍ଣ ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । କଟକ, ପୁରୀ, ଝାରସୁଗୁଡ଼ା ଓ ଗଞ୍ଜାମରେ ସମେତ ଅନେକ ସ୍ଥାନରେ ଚଢାଉ କରାଯାଇଛି । ତେବେ ଏହି ଚଢାଉ ବେଳେ ହରେକୃଷ୍ଣଙ୍କ ଘରୁ ନଗଦ ୪ ଲକ୍ଷ ୪୬ ହଜାର ଜବତ ହୋଇଛି । ହେଲେ ଅନ୍ୟ ସ୍ଥାନରୁ କଣ କେତେ ଜବତ ହୋଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନି । ଚଢାଉ ପରେ ତାହା ସାମ୍ନାକୁ ଆସିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login