The Ultimate Managed Hosting Platform
ADVERTISEMENT

ଟାରିଫ ଅପରିବର୍ତ୍ତିତ , ମିଟର ରେଣ୍ଟ ଛାଡ

Facebook
Twitter
LinkedIn

ଭୁବନେଶ୍ୱର : ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଓଇଆରସି ପକ୍ଷରୁ ବଡ ଘୋଷଣା । ୨୦୨୫-୨୬ ବର୍ଷ ଲାଗି ବିଦ୍ୟୁତ୍ ଦର ନିର୍ଦ୍ଧାରଣ କରିଛନ୍ତି ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ-ଓଇଆରସି । ଓଇଆରସି ସଚିବ ପ୍ରିୟବ୍ରତ ପଟ୍ଟନାୟକ ପ୍ରେସମିଟ୍ କରି ଏହି ଘୋଷଣା କରିଛନ୍ତି । ପ୍ରିପେଡ୍ ବିଲ୍ ଭରିଲେ ୪ ପ୍ରତିଶତ ରିହାତି ମିଳିବ । ଡିଜିଟାଲ୍ ପେମେଣ୍ଟ୍ କଲେ ଯେଉଁ ୪ ପ୍ରତିଶତ ରିହାତି ମିଳୁଥିଲା, ତାହା ବଳବତ୍ତର ରହିଛି । ସେହିପରି ଯଦି ଆପଣ ୨ କିଲୋ ୱାଟ୍ ପର୍ୟ୍ୟନ୍ତ ସ୍ମାର୍ଟ ମିଟର ବ୍ୟବହାର କରୁଥିବେ, ତେବେ ରେଣ୍ଟ୍ ଛାଡ କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ, ପ୍ରଶ୍ନ ପତ୍ର ଲିକ କାରଣରୁ ସ୍ଥଗିତ

ଓଟିଇଟି ପ୍ରଶ୍ନପତ୍ର ଲିକ : ପ୍ରଧାନଶିକ୍ଷକ ନିଲମ୍ବିତ

ଭବାନୀପାଟଣା : ଓଟିଇଟି ପ୍ରଶ୍ନପତ୍ର ଲିକ୍ । ଗିରଫ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି । ପ୍ରଧାନଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ସଦର...

ADVERTISEMENT
ଶ୍ରୀମନ୍ଦିର ଭିତରେ ବିଦେଶିନୀ

ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର : ପୁଣି ଧରାହେଲା ହିଡେନ କ୍ୟାମେରା

ପୁରୀ : ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର । ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଲା ହିଡେନ କ୍ୟାମେରା...

Login