The Ultimate Managed Hosting Platform
ADVERTISEMENT

ଟ୍ରକକୁ ଧକ୍କା ଦେଲା ବାଇକ୍

Facebook
Twitter
LinkedIn

ପାଟଣାଗଡ଼ : ପୁଣି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା ବାଇକ୍ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ କଣ୍ଟାବାଞ୍ଜି ରାସ୍ତା ବଥର୍ଲା ନିକଟରେ ଏପରି ଦୁର୍ଘଟଣା ଘଟିଛି ଘଟିଛି । ବାଇକ୍‌ଟି ଅନିୟନ୍ତ୍ରିତ ଭାବେ ଟ୍ରକକୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ତେବେ ଏବେ ଯାଏଁ ମୃତାହତଙ୍କ ପରିଚୟ ହସ୍ତଗତ ହୋଇପାରିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜିତିବା ହାରିବା ଅଲଗା କଥା କିନ୍ତୁ ଲଢିବି ; ସ୍ନେହାଙ୍ଗିନୀ ଛୁରିଆ

ଜିତିବା ହାରିବା ଅଲଗା କଥା କିନ୍ତୁ ଲଢିବି ; ସ୍ନେହାଙ୍ଗିନୀ ଛୁରିଆ

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଥିବା ସ୍ନେହାଙ୍ଗିନୀ ଛୁରିଆଙ୍କ ପ୍ରତିକ୍ରିୟା । ମୁଁ ଓଡିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ,...

ADVERTISEMENT
ନୂଆପଡାରେ ବିଜେପିର ଶକ୍ତି ପ୍ରଦର୍ଶନ

ନୂଆପଡାରେ ବିଜେପିର ଶକ୍ତି ପ୍ରଦର୍ଶନ

ନୂଆପଡା : ନୂଆପଡାରେ ବିଜେପିର ଶକ୍ତି ପ୍ରଦର୍ଶନ । ମୁଖ୍ୟମନ୍ତ୍ରୀ, ସଭାପତି ସାମିଲ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରିପରିଷଦର ଏକାଧିକ ମନ୍ତ୍ରୀ ଉପସ୍ଥିତ ।...

Login