The Ultimate Managed Hosting Platform
ADVERTISEMENT

ଟ୍ରକକୁ ପଛରୁ ପିଟିଲା ବସ

Facebook
Twitter
LinkedIn

ଧର୍ମଗଡ : ଟ୍ରକକୁ ପିଟିଲା ବସ୍। ଓଭରଟେକ୍ ହେଲା କାଳ ।ମର୍ମନ୍ତୁଦ ଦୁର୍ଘଟଣାରେ ଗଲା ୨ ଜୀବନ ।କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ ଚାରବାହଲ ନିକଟରେ ଦୁର୍ଘଟଣାରେ ଜଣେ ଯାତ୍ରୀ ମୃତ । ୫ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ରଘୁନାଥ ନାମକ ଏକ ଘରୋଇ ବସ ଭୁବନେଶ୍ବରରୁ ଉମରକୋଟ ଯାଉଥିବାବେଳେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । କୋକସରା ଦମକଳ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ ଭିତରେ ଚାପି ହୋଇ ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login