The Ultimate Managed Hosting Platform
ADVERTISEMENT

ଟ୍ରକ ପଛକୁ ପିଟିଲା ବସ୍ , ଦୁର୍ଘଟଣାରେ ୩୦ ଗୁରୁତର

Facebook
Twitter
LinkedIn

ଜୟପୁର : ମର୍ମନ୍ତୁକ ସଡକ ଦୁର୍ଘଟଣା । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଜୟପୁରରେ। ଜୟପୁରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରକ୍କୁ ପଛପଟୁ ପିଟିଲା ବସ୍। ସୂଚନା ଅନୁଯାୟୀ , ଆନ୍ଧ୍ର ପ୍ରଦେଶର ସୋମପେଟା ନିକଟରେ ଭୋର୍ ୫ଟାରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ବ୍ରହ୍ମପୁରରେ ପହଁଚିବାର କିଛି ସମୟ ପୂର୍ବରୁ ଦୁର୍ଘଟଣାର ସାମ୍ନା କରିଥିଲା । ଏହା ଏକ ଟ୍ରକକୁ ପିଟି ଦେଇଥିଲା । ଫଳରେ ବସ୍‌ରେ ଥିବା ଯାତ୍ରୀ ମାନଙ୍କ ମଧ୍ୟରୁ ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ତେବେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ମୋହନ ସରକାରଙ୍କ ରିପୋର୍ଟ କାର୍ଡ, କହିଲେ ସୁଶାସନ ଦେବା ପ୍ରାଥମିକତା

ଭୁବନେଶ୍ୱର : ଦିନକ ପରେ ନୂଆ ସରକାରଙ୍କ ବର୍ଷ ପୂର୍ତ୍ତି । ବର୍ଷକର ରିପୋର୍ଟ କାର୍ଡ ଦେଉଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ଉପଲବ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ...

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ; ୭ ମହଲାରୁ ଡେଇଁଲେ ବାପା , ୨ ଶିଶୁଙ୍କର ଚାଲିଗଲା ପ୍ରାଣ

ନୂଆଦିଲ୍ଲୀ : ଦିଲ୍ଲୀରେ ୭ ମହଲା କୋଠାରୁ ଡେଇଁ ବାପା ସହ ୨ ଶିଶୁ ମୃତ । ଦିଲ୍ଲୀ ଦ୍ୱାରକା ଅଞ୍ଚଳର ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ଡେଇଁ...

ADVERTISEMENT
ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୪୦ କରୋନା ପଜିଟିଭ୍‌

ଦେଶରେ ହୁ ହୁଁ ହୋଇ ବଢୁଛି କରୋନା, ଗତ ୨୪ ଘଣ୍ଟାରେ ୩୨୪ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଆକ୍ଟିଭ କେସ୍ ୬୮୧୫ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ...

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ଦ୍ୱାରକା ଅଞ୍ଚଳରେ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଆପାର୍ଟମେଣ୍ଟର ୮ ମହଲା ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ୮ଟି ଅଗ୍ନିଶମ ଟିମ୍ ଦ୍ୱାରା...

Login