The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଟ୍ରକ ସହ ବୋଲେରୋ ଧକ୍କା , ୨ ମୃତ

Facebook
Twitter
LinkedIn

କଣ୍ଟାବାଞ୍ଜି : ଟ୍ରକ-ବୋଲେରୋ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ବଙ୍ଗୋମୁଣ୍ଡା ଥାନା ଫୁଗୁଡା ଛଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଫେରାର । ୨ ଗୁରୁତରଙ୍କୁ ବଙ୍ଗୋମୁଣ୍ଡା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକ ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ପହଁରେନମୁଣ୍ଡା ଗାଁର ଲିଙ୍ଗରାଜ ସରାଫ ଓ କିଶୋର ଦାସ ବୋଲି ଜଣାପଡିଛି । ୨ ଗୁରୁତରଙ୍କୁ ଦମକଳ ବାହନୀ ପହଁଚି କଣ୍ଟାବାଞ୍ଜି ଡାକ୍ତରଖାନାକୁ ନେଇଛନ୍ତି । ଘଟଣା ସ୍ଥଳରେ ବଙ୍ଗୋମୁଣ୍ଡା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login