The Ultimate Managed Hosting Platform
ADVERTISEMENT

ଟ୍ରଲରକୁ ଧକ୍କା ଦେଲା “ଆମ ବସ” ; ୧୪ ଜଣ ଆହତ

Facebook
Twitter
LinkedIn

ଚୈାଦ୍ୱାର : ପୁଣି ଆମ ବସ ଘଟାଇଲା ଦୁର୍ଘଟଣା । ଟ୍ରଲରକୁ ଧକ୍କା ଦେଲା ଆମ ବସ୍ । ୧୪ ଯାତ୍ରୀ ଆହତ । ୧୬ ନମ୍ବର ଜାତୀୟ ରାଜପଥର ଟାଙ୍ଗୀ ଥାନା ଚଟିଲୋ ଗଡ଼ା ଛକ ନିକଟରେ ଦୁର୍ଘଟଣା ଘଟିଛି । ୧୨ ଜଣଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅନ୍ୟ ଦୁଇ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ଟାଙ୍ଗୀ ଥାନା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login