The Ultimate Managed Hosting Platform
ADVERTISEMENT

ତାତିରେ ସିଝିବ ଓଡିଶା , ତିନି ଦିନ ନିସ୍ତାର ନାହିଁ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରବଳ ଖରାରେ ହନ୍ତସନ୍ତ ହେଉଛନ୍ତି ଲୋକେ । ପ୍ରଚଣ୍ଡ ତାତିରେ ସିଝୁଛି ଓଡିଶା । ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ଜନଜୀବନ । ୩ ଦିନ ନିସ୍ତାର ନାହିଁ । ଜାରି ରହିବ ସମାନ ସ୍ଥିତି । ୩ ଦିନ ମଧ୍ୟରେ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଓଡ଼ିଶାରେ ଗରମ ଓ ଆର୍ଦ୍ରତା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜି ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ରାଜ୍ୟର ଅନ୍ୟ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ବାଲେଶ୍ବର, ଭଦ୍ରକ, ଗଜପତି, ଜଗତସିଂହପୁର, ପୁରୀ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login