The Ultimate Managed Hosting Platform
ADVERTISEMENT

ତେଲେଙ୍ଗାନା ବିସ୍ଫୋରଣ , ୪ ଜଣ ଓଡିଆଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ତେଲେଙ୍ଗାନାର କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା । ବିସ୍ଫୋରଣରେ ୪ ଓଡିଆ ମୃତ ଏବଂ ୪ ଜଣ ଆହତ । ମୃତକମାନେ ହେଉଛନ୍ତି ଗଞ୍ଜାମର ଜଗନ ମୋହନ,ତିଗିରିଆର ଲଗ୍ନଜିତ ଦୁଆରି,ବାଲେଶ୍ଵରର ମନୋଜ ରାଉତ ଓ ଯାଜପୁରର ଦୋଳଗୋବିନ୍ଦ ସାହୁ। ଏହି ଦୁର୍ଘଟଣାରେ ୪ ଓଡ଼ିଆ ଆହତ ହୋଇଥିବାବେଳେ ଜଣେ ଗୁରୁତର ଥିବାରୁ ଚିକିତ୍ସା ଲାଗି ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ମାଦିନାଗୁଡାର ପ୍ରଣାମ ହସ୍ପିଟାଲରେ ସମସ୍ତେ ଚିକିତ୍ସା ଲାଗି ଭର୍ତ୍ତି ହୋଇଛନ୍ତି। ଏବେ ବି ୨୨ ଜଣ ଶ୍ରମିକଙ୍କ ପତ୍ତା ମିଳୁନାହିଁ। ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ଓଏସଡି ପ୍ରିତୀଶ ପଣ୍ଡା ଏବଂ ଚନ୍ଦ୍ରଶେଖର ହୋତା ଘଟଣାସ୍ଥଳରେ ପହଞ୍ଚି ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର କାର୍ୟ୍ୟରେ ନିୟୋଜିତ ହୋଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login