The Ultimate Managed Hosting Platform
ADVERTISEMENT

ଥରିଲା କୋରାପୁଟ ସହର

Facebook
Twitter
LinkedIn

ଆଜି ସକାଳୁ ସକାଳୁ କୋରାପୁଟ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ନାରାୟଣପାଟଣା ଓ ଲକ୍ଷ୍ମୀପୁର ଆଖପାଖ ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି। ସକାଳ ୫ଟା ୫ ମିନିଟରେ ଭୂକମ୍ପ ହୋଇଥିଲା।


ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୩.୮ ଥିବାବେଳେ ଭୂକମ୍ପର କେନ୍ଦ୍ରସ୍ଥଳ ଜଗଦଲପୁର ଠାରୁ ୧୨୯ କି.ମି. ଦୂର ବୋଲି ଜଣାପଡ଼ିଛି। ଖବର ଲେଖାଯିବା ସୁଦ୍ଧା ଭୂକମ୍ପରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିପାରି ନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login